ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ୧୩ ଜାନୁଆରୀ ୧୮୪୩ ରେ ଅବିଭକ୍ତ ବାଲେଶ୍ୱର ଜିଲ୍ଲାର ମଲ୍ଲିକାଶପୁର ଗାଆଁର ଲକ୍ଷ୍ମଣ ଚରଣ ସେନାପତି ଓ ତୁଳସୀ ଦେବୀ ସେନାପତିଙ୍କ ଔରସରୁ ଜନ୍ମଗ୍ରହଣ କରିଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ । ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ସାଇ ପଡିଶା ଜ୍ଞାତି ବନ୍ଧୁ ବାବୁମାନେ ଦେଖିଲେ, ଚନ୍ଦ୍ରମଣି ବାବୁଙ୍କ ଘରେ ରୋଜ ସଞ୍ଜ ସକାଳ ଯେ ଦୁଇ ଜଣଙ୍କ ମଧ୍ୟରେ ଭଟ ଭଟ ଲାଗିଥାଏ, କିଛି ଶୁଣା ଶୁଣି...
ରେବତୀ ପାଠ ପଢ଼ିବାରୁ ପୁଅ ମଲା, ବୋହୂ ମଲା, ହଳିଆ ଛାଡି ଗଲା, ବଳଦ ବିକା ଗଲା, ଜମିଦାର ଘର ଗାଈ ବାନ୍ଧି ଘେନିଗଲା । ରେବତୀ କୁଲକ୍ଷଣୀ, ସେ...
ଆପଣଙ୍କ ମତାମତ